ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ଙ୍କ ପରଲୋକ

ବରଗଡ଼,୨୭/୭(ଜେଏନ୍ଏସ),ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲ୍ଲା ଭଟଲି ବିଧାନସଭା ର ପୂର୍ବତନ ବିଧାୟକ ସୁଶାନ୍ତ ସିଂ (୫୩) ଙ୍କ ଗତ ବିଳମ୍ବିତ ରାତିରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଡାକ୍ତରଖାନା ରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ଘଟିଛି।ସ୍ୱର୍ଗତ ସିଂ ୨୦୦୯ ରୁ ୨୦୨୪ ପର୍ଯ୍ୟନ୍ତ କ୍ରମାଗତ ଭାବରେ ୩ ଥର ଭଟଲି ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବରେ ନିର୍ବାଚିତ ହୋଇ ବିଜେଡି ସରକାରରେ ବିଭିନ୍ନ ବିଭାଗର ମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ।ପଶ୍ଚିମ ଓଡ଼ିଶାର ଜଣେ ଟାଣୁଆ ନେତା ଭାବରେ ସେ ବେଶ ପରିଚିତ ଥିଲେ।ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଶୋକର ଛାୟା ଦେଖା ଦେଇଥିବା ବେଳେ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି।

Related Articles

LEAVE A REPLY

Please enter your comment!
Please enter your name here

Stay Connected

0FansLike
0FollowersFollow
0SubscribersSubscribe
- Advertisement -spot_img

Latest Articles