Sunday, September 14, 2025

ଟିଟିଲାଗଡ଼

ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ପାଳିତ

ଟିଟିଲାଗଡ଼,୦୭/୦୭/୨୫(ଜେ.ଏନ୍.ଏସ୍.),ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ଘଣ୍ଟବାହାଲି ରାଧାକୃଷ୍ଣ ଉଚ୍ଚ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପିତାମ୍ବର ଛତରଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଷ୍ଟେଷ୍ଟ ବ୍ୟାଙ୍କ୍ କ୍ଷେତ୍ର...

ନାରେନ୍ ରେ ୭୬ତମ ବନମହୋତ୍ସବ ପାଳିତ

ଟିଟିଲାଗଡ଼,୦୬/୦୭/୨୦୨୫(ଜେଏନଏସ), ବଲାଙ୍ଗିର ବନଖଣ୍ଡ ଅନ୍ତର୍ଗତ ଟିଟିଲାଗଡ଼ ବନାଞ୍ଚଳ ପକ୍ଷରୁ ନାରେନ୍ ଗ୍ରାମ ଠାରେ ୭୬ତମ ବନମହୋତ୍ସବ ପାଳିତ ହୋଇଯାଇଛି । ଟିଟିଲାଗଡ଼ ବନାଞ୍ଚଳ ଅଧିକାରୀ ସଚ୍ଚିଦାନନ୍ଦ ସୁବୁଦ୍ଧିଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ...

ସ୍କୁଲ ବ୍ୟବସ୍ଥା ସଜାଡ଼ିବାକୁ ବି.ଇ.ଓ.ଙ୍କ ନିର୍ଦ୍ଦେଶ

ଟିଟିଲାଗଡ,୦୪/୦୭/୨୦୨୫,(ଜେ.ଏନ୍.ଏସ୍.), ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍କୁଲରେ ଲାଗିରହିଥିବା ଆନୁଷଙ୍ଗିକ ବ୍ୟବସ୍ଥା ସହ ମଧ୍ୟାହ୍ନ ଭୋଜନ ସଜାଡ଼ିବା ନେଇ ବ୍ଲକ ଶିକ୍ଷା ଅଧିକାରୀ ସମସ୍ତ ପ୍ରଧାନ ଶିକ୍ଷକମାନଙ୍କୁ ନିର୍ଦ୍ଦେଶନାମା ଜାରି କରିଛନ୍ତି ।...

ଜେଲ୍ ଗଲେ ପୁର୍ତ୍ତବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଦିଲେଶ୍ଵର ମାଝୀ

ଟିଟିଲାଗଡ଼,୦୪/୦୭/୨୦୨୫(ଜେ.ଏନ୍.ଏସ୍.), ଆୟ ବର୍ହିଭୁତ ସମ୍ପଭି ଠୁଳ ଅଭିଯୋଗରେ ଗତକାଲି ବଲାଙ୍ଗିର ଭିଜିଲାନ୍ସ ସ୍ଥାନୀୟ ପୁର୍ତ୍ତବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ଦିଲେଶ୍ଵର ମାଝୀଙ୍କ ସରକାରୀ ବାସଭବନ ଓ କାର୍ଯ୍ୟାଳୟରେ ଚଢଉ କରି ବିଭିନ୍ନ ଦସ୍ତାବିଜ...

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ

ଟିଟିଲାଗଡ଼,୦୪/୦୭/୨୦୨୫(ଜେଏନଏସ)ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ପ୍ରଧାନ ଆଚାର୍ଯ୍ୟ ଶ୍ୟାମସୁନ୍ଦର ମହାପାତ୍ରଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଶ୍ରୀଯୁକ୍ତ ମହାପାତ୍ର ଜଣେ ଆଦର୍ଶ ତଥା ଛାତ୍ରବତ୍ସଳ ଶିକ୍ଷକ ଭାବରେ ବେଶ...

Popular

Subscribe

spot_imgspot_img

Important: Unauthorized Copying Prohibited

This website and its content are protected by copyright law. Any unauthorized copying, reproduction, or distribution of the materials contained herein is strictly prohibited and may result in legal action.

For permissions or inquiries, please contact us directly.