ସ୍ୱାଧୀନତା ଦିବସ ପାଳନ ପ୍ରସ୍ତୁତି ବୈଠକ

0
37

ଟିଟିଲାଗଡ,୨୫/୦୭(ଜେଏନଏସ), ଟିଟିଲାଗଡ଼ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ପାଇଁ ସ୍ଥାନୀୟ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ସ୍ଵାଧୀନତା ଦିବସ ପାଳନକୁ ମହାଆଡମ୍ବରରେ ପାଳନ କରିବା ନିମନ୍ତେ ବୈଠକରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା । ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସନ୍ଦୀପ ଚନ୍ଦ୍ରକାର ଓ ମଙ୍ଗଳ ସିଂ ଭୋଇଙ୍କ ସହ ସମସ୍ତ ବିଭାଗୀୟ ଅଧିକାରୀ, ସମାଜସେବୀ, ଶିକ୍ଷାବିତ, ଗଣ ମାଧ୍ୟମ ପ୍ରତିନିଧି ଓ ସହରର ବୁଦ୍ଧିଜୀବୀ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here